www.samajalive.in
Wednesday, December 10, 2025
26.1 C
Bhubaneswar

ଅର୍ଚ୍ଚନା ନାଗଙ୍କ ଘରେ ଇଡି ଚଢ଼ାଉ

ସମାଜ ଡିଜିଟାଲ ଡେସ୍କ: ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ୨୦୨୨ ଅର୍ଥ କାରବାର ମାମଲାରେ ଇଡି ଟିମ୍ ପକ୍ଷରୁ ନାଗଙ୍କ ଘରେ ଯାଞ୍ଚ ଚାଲିଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ୨୦୨୨ ଅର୍ଥ କାରବାର ମାମଲାର ତଦନ୍ତ ସମୟରେ ଇଡି ପକ୍ଷରୁ ଅର୍ଚ୍ଚନାଙ୍କୁ ଉକ୍ତ ଘର ଛାଡ଼ିବାକୁ ନିର୍ଦେଶ ଦିଆଯାଇଥିଲା। ହେଲେ ସେ ଇଡି ନିର୍ଦେଶ ଅବମାନନା କରିଥିବା ଜଣାପଡ଼ିଛି। ଇଡି ଉକ୍ତ ଘରକୁ ଜବତ କରିପାରେ ବୋଲି ଚର୍ଚ୍ଚା ହେଉଛି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories