www.samajalive.in
Saturday, December 6, 2025
14.1 C
Bhubaneswar

ଛତିଶଗଡ଼଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଘରେ ଇଡି ଚଢ଼ାଉ

ଭିଲ୍ଲାଇ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ପୁଅଙ୍କ ଭିଲାଇସ୍ଥିତ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି୦ର ଚଢାଉ କରିଛି। ଆର୍ଥିକ ଅନିୟମିତତା ଏବଂ ମନି ଲଣ୍ଡରିଂ ମାମଲା ସମ୍ପର୍କରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପକ୍ଷରୁ ଏହି ଚଢାଉ କରାଯାଇଛି।

ସୋମବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପୂର୍ବତନ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ପୁଅ ଚୈତନ୍ୟ ବାଘେଲଙ୍କ ଭିଲାଇସ୍ଥିତ ବାସଭବନରେ ଚଢାଉ କରିଛି। କେନ୍ଦ୍ରୀୟ ତଦନ୍ତ ସଂସ୍ଥା ଚୈତନ୍ୟ ବାଘେଲଙ୍କ ସହିତ ଜଡିତ ଘର ସମେତ ରାଜ୍ୟର ପ୍ରାୟ ୧୪ଟି ସ୍ଥାନରେ ଚଢାଉ କରିଛି। ଆର୍ଥିକ ଅନିୟମିତତା ଏବଂ ମନି ଲଣ୍ଡରିଂ ମାମଲା ସହିତ ଜଡିତ ଅଭିଯୋଗରେ ଏହି ଚଢାଉ କରାଯାଇଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories