www.samajalive.in
Sunday, December 7, 2025
14.1 C
Bhubaneswar

ସମୀର ୱାଙ୍ଖଡେଙ୍କ ବିରୋଧରେ ମାମଲା ରୁଜୁ କଲା ଇଡି

ସମାଜ ଡିଜିଟାଲ ଡେସ୍କ: ଏନସିବିର ପୂର୍ବତନ ଜୋନାଲ ନିର୍ଦ୍ଦେଶକ ସମୀର ୱାଙ୍ଖଡେଙ୍କ ଅଡୁଆ ବଢିଛି । ସିବିଆଇ ପରେ ତାଙ୍କ ବିରୋଧରେ ଏବେ ଇଡ଼ି ମନି ଲଣ୍ଡରିଂ ମାମଲା ରୁଜୁ କରିଛି । ସମୀର ୱାଙ୍ଖଡେ ଡ୍ରଗ୍ସ ମାମଲାରେ ବଲିଉଡ ଅଭିନେତା ଶାହାରୁଖ ଖାନଙ୍କ ପୁଅ ଆର୍ଯ୍ୟନ୍‍ ଖାନଙ୍କୁ ଗିରଫ କରି ଚର୍ଚ୍ଚାକୁ ଆସିଥିଲେ । ଏହି ମାମଲା ପରେ ସମୀର ୱାଙ୍ଖଡେ ଲାଞ୍ଚ ନେବା ଅଭିଯୋଗରେ ଧରାପଡିଥିଲେ ଏବଂ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା ।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories