www.samajalive.in
Saturday, December 6, 2025
19.1 C
Bhubaneswar

ମହୁଆଙ୍କୁ ଇଡି ସମନ

ନୂଆଦିଲ୍ଲୀ: ପୂର୍ବତନ ସାଂସଦ ତଥା ତୃଣମୂଳ କଂଗ୍ରେସ ନେତ୍ରୀ ମହୁଆ ମୈତ୍ରଙ୍କୁ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ଗୁରୁବାର ସମନ ଜାରି କରିଛି। ସମନରେ ମହୁଆଙ୍କୁ ଜେରା ନିମେନ୍ତ ଫେବୃଆରୀ ୧୯ରେ ଇଡି କାର୍ଯ୍ୟାଳୟରେ ହାଜର ହେବାକୁ କୁହାଯାଇଛି। ବିଦେଶୀ ବିନିମୟ ପରିଚାଳନା ଆଇନ (ଫେମା)ର ଉଲ୍ଲଙ୍ଘନ ଅଭିଯୋଗରେ ଇଡି ମହୁଆଙ୍କ ବିରୋଧରେ ମାମଲା ରୁଜୁ କରି ଏହାର ତଦନ୍ତ ଚଳାଇଛି। ଇଡି ମହୁଆଙ୍କ ବିରୋଧରେ ଫୋରେକ୍ସ ଉଲ୍ଲଙ୍ଘନ ମାମଲା ମଧ୍ୟ ରୁଜୁ କରିଛି। ସୂଚନାଯୋଗ୍ୟ ସଂସଦରେ ପ୍ରଶ୍ନ ପଚାରିବା ପାଇଁ ଲାଞ୍ଚ ନେବା ଅଭିଯୋଗରେ ମହୁଆ ଦୋଷୀ ସାବ୍ୟସ୍ତ ହୋଇ ନିଜର ସାଂସଦ ପଦ ହରାଇଛନ୍ତି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories