www.samajalive.in
Monday, December 8, 2025
24.1 C
Bhubaneswar

ମହଙ୍ଗା ହେଲା ଖାଇବା ତେଲ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ପନିପରିବା ଓ ପିଆଜ ଦର ବୃଦ୍ଧି ପରେ ଏବେ ମହଙ୍ଗା ହୋଇଛି ଖାଇବା ତେଲ। ଲିଟର ପିଛା ୨୦ଟଙ୍କା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର। ପାମୋଲିନ୍‌‌, ସୂର୍ଯ୍ୟମୁଖୀ ଓ ସୋୟାବିନ୍‌‌ ତେଲ ଉପରେ ଆମଦାନୀ ଶୁକ୍ଳ ବଢାଇଛନ୍ତି ସରକାର। ଏହାର ସିଧାସଳଖ ପ୍ରଭାବ ସାଧାରଣ ଖାଉଟିଙ୍କ ପକେଟ ଉପରେ ପଡ଼ିଛି। ଖୁୁଚୁରା ବଜାରରେ ବିଭିନ୍ନ ପ୍ରକାରର ଖାଇବା ତେଲ ଦରରେ ୨୦ଟଙ୍କା ବୃଦ୍ଧି ପାଇବାରୁ ଏବେ ସୋରିଷ ତଲେ ୧୬୦ଟଙ୍କା ହୋଇଛି। ସେହିପରି ବିଭିନ୍ନ ପ୍ରକାର ସନ ଫ୍ଲାୱାର ତେଲ ପୂର୍ବରୁ ଲିଟର ପିଛା ୧୦୦ରୁ ୧୧୦ଟଙ୍କାରେ ବିକ୍ରିି ହେଉଥିବା ବେଳେ ଏବେ ବିଭିନ୍ନ ସ୍ଥାନରେ ୧୨୦ରୁ ୧୩୦ ଟଙ୍କା ଦାମରେ ବିକ୍ରି ହେଉଛି। ଏହା ଗ୍ରାହକଙ୍କ ଲାଗି ବୋଝ ଉପରେ ଲଳିତା ବିଡା ପାଲଟିଛି।

 

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories