www.samajalive.in
Monday, December 8, 2025
24.1 C
Bhubaneswar

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ କରେନା ପଜିଟିଭ୍

ନୂଆଦିଲ୍ଲୀ :  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ କରେନା ସଂକ୍ରମିତ ହୋଇଛନ୍ତି । ଶ୍ରୀ ପୋଖରିୟାଲ ଏକ ଟ୍ୱିଟରେ କହିଛନ୍ତି ଯେ ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ସେ ଔଷଧ ସେବନ କରିବା ସହ ଚିକିତ୍ସିତ ହେଉଛନ୍ତି।

ନିକଟରେ ତାଙ୍କ ସମ୍ପର୍କରେ ଆସିଥିବା ସମସ୍ତଙ୍କୁ କରୋନା ପରୀକ୍ଷଣ କରିବାକୁ ସେ ଅନୁରୋଧ କରିଛନ୍ତି ।

- Advertisement -

 

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories