www.samajalive.in
Friday, December 5, 2025
20.1 C
Bhubaneswar

୩୦ ଜିଲାର ଗରିବ ମେଧା ବିଦ୍ୟାର୍ଥୀଙ୍କୁ ମିଳିବ ମାଗଣା ପ୍ରଶିକ୍ଷଣ

ଭୁବନେଶ୍ୱର : ରାଜ୍ୟର ୩୦ ଜିଲାର ଗରିବ ମେଧା ବିଦ୍ୟାର୍ଥୀଙ୍କୁ ମାଗଣା ପ୍ରଶିକ୍ଷଣ ପ୍ରଦାନ କରାଯିବ। ବିଭିିନ୍ନ ଜାତୀୟ ପ୍ରବେଶିକା ପରୀକ୍ଷାର ପ୍ରସ୍ତୁତି ଲାଗି ମାଗଣା ପ୍ରଶିକ୍ଷଣ ମିଳିବ। ଏକାଦଶରେ ପଢୁଥିବା ଗରିବ ମେଧାବୀ ଛାତ୍ରଛାତ୍ରୀ ଏହି ସୁବିଧା ପାଇବେ। ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଶିକ୍ଷାନୁଷ୍ଠାନ ପିଲାଙ୍କୁ ଏହି ସୁବିଧା ମିଳିବ। ଆସନ୍ତା ୧୫ ରୁ ଜାନୁଆରୀ ୧୨ ମଧ୍ୟରେ ଏନେଇ ପଞ୍ଜିକରଣ କରାଯିବ। ଯୋଗ୍ୟତା ଭିତ୍ତିରେ ମେଧା ବିଦ୍ୟାର୍ଥୀଙ୍କୁ ମନୋନୟନ କରାଯିବ। ପଞ୍ଜୀକରଣ କରିଥିବା ପିଲାଙ୍କ ଜାନୁଆରୀ ୧୫ରେ ଏକ ପରୀକ୍ଷା ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories