www.samajalive.in
Sunday, December 7, 2025
23.1 C
Bhubaneswar

ଆସନ୍ତା କାଲି ପ୍ରକାଶ ପାଇବ +୨ ରେଜଲ୍ଟ

ଭୁବନେଶ୍ୱର : ଆସନ୍ତା କାଲି ପ୍ରକାଶ ପାଇବ +୨ ଫଳାଫଳ। ପ୍ରକାଶ ପାଇବ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ। ପୂର୍ବାହ୍ନ ୧୧ଟାରେ ସିଏଚଏସଇ କାର୍ଯ୍ୟାଳୟରେ ରେଜଲ୍ଟ ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ଏନେଇ ଆଜି ସୂଚନା ମିଳିଛି।
ଚଳିତ ବର୍ଷ ୧୧୪୫ ପରୀକ୍ଷା କେନ୍ଦ୍ରରେ ପ୍ରାୟ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ +୨ ପରୀକ୍ଷା ଦେଇଥିଲେ। କଳାରେ ୨ ଲକ୍ଷ ୧୯ ହଜାର ୧୧୦ ଜଣ, ବିଜ୍ଞାନରେ ୯୧, ୩୭୯ ଓ ବାଣିଜ୍ୟରେ ୨୩,୧୪୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories