www.samajalive.in
Sunday, December 7, 2025
26.1 C
Bhubaneswar

ବଡ ଖବର ; ଅନଲାଇନରେ ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର : ଶିକ୍ଷକ ନିଯୁକ୍ତି ପାଇଁ ଏକ ବଡ ଖବର ସୋମବାର ସାମ୍ନାକୁ ଆସିଛି। ପ୍ରାୟ ୨୦ ହଜାର ପ୍ରାଥମିକ ଶିକ୍ଷକ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓସେପା ୱେବସାଇଟ୍‌‌ରେ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୩ରୁ ଏନେଇ ଆବେଦନ ଆରମ୍ଭ ହେବ।
୨୩ ପର୍ଯ୍ୟନ୍ତ ଜେଲ୍‌ରେ ରହିବେ ଚନ୍ଦ୍ରବାବୁ ନାଇଡୁ

ଏହାସହ ଆବେଦନର ଶେଷ ତାରିଖ ଅକ୍ଟୋବର ୧୦ ତାରିଖ ରହିଛି। ସମ୍ପୂର୍ଣ୍ଣ ଅନଲାଇନରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ହେବ। କମ୍ପ୍ୟୁଟର ବେସ୍‌‌ଡ ଟେଷ୍ଟରେ ଲିଖିତ ପରୀକ୍ଷା ହୋଇ ଚୟନ ହେବ।www.osepa.odisha.gov.inରେ ବିଜ୍ଞପ୍ତି ପ୍ରକାଶ ପାଇଛି।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories