ବଡ ଖବର ; ଏଣିକି ଯୁକ୍ତ ଦୁଇ ପରେ ପଢି ପାରିବେ ବିଏଡ୍‌

ଭୁବନେଶ୍ୱର : ଏଣିକି ଯୁକ୍ତ ଦୁଇ ପରେ ପଢିହେବ ବିଏଡ୍‌ ପାଠ୍ୟକ୍ରମ। ଏନେଇ ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ୮ଟି ବିଏଡ୍‌ କଲେଜ ଅର୍ଥାତ୍‌ ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର (ଏମ୍‌ଓୟୁ) ସାକ୍ଷର ହୋଇଛି । ରାଜ୍ୟରେ ଥିବା ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ସହ ଏମ୍‌ଓୟୁ ସାକ୍ଷର ହୋଇଛି। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର … Continue reading ବଡ ଖବର ; ଏଣିକି ଯୁକ୍ତ ଦୁଇ ପରେ ପଢି ପାରିବେ ବିଏଡ୍‌