www.samajalive.in
Saturday, December 6, 2025
19.1 C
Bhubaneswar

ଅଣ୍ଡା ଚାର୍ଟ

ଆବଶ୍ୟକ ସାମଗ୍ରୀ
ଅଣ୍ଡା – ୪ଟି
କଟା ଟମାଟୋ – ୨ଟି
ଲଙ୍କା ଗୁଣ୍ଡ – ଅଳ୍ପ
ହଳଦୀ ଗୁଣ୍ଡ – ଅଳ୍ପ
ଲୁଣ – ଆବଶ୍ୟକ ପରିମାଣରେ
ତେଲ – ଆବଶ୍ୟକ ପରିମାଣରେ
ବେସନ – ଅଳ୍ପ
କଞ୍ଚା ଲଙ୍କା – ୨ଟି
କଟା ପିଆଜ – ୨ଟି
ଗୋଲମରିଚ ଗୁଣ୍ଡ – ଅଳ୍ପ
କଳା ଲୁଣ – ଅଳ୍ପ
ଧନିଆ ପତ୍ର – ଆବଶ୍ୟକ ପରିମାଣରେ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗ୍ୟାସ ଲଗାଇ ଏକ ପାତ୍ରରେ ପାଣି ଗରମ କରି ଅଣ୍ଡାକୁ ସିଝାନ୍ତୁ। ଅଣ୍ଡା ସିଝିବା ପରେ ଏହାର ଚୋପା ଛଡ଼ାଇ ଦିଅନ୍ତୁ। ଏବେ ଏକ ପାତ୍ରରେ ବେସନ , ପାଣି, ଲଙ୍କା ଗୁଣ୍ଡ ,ହଳଦୀ ଗୁଣ୍ଡ, ଲୁଣ ପକାଇ ଗୋଳାଇ ମିଶ୍ରଣ ପ୍ରସ୍ତୁତ କରି ରଖନ୍ତୁ। ଗ୍ୟାସରେ ଏକ କଡ଼େଇ ବସାଇ ତେଲ ଗରମ କରନ୍ତୁ। ତେଲ ଗରମ ହେବା ପରେ ବେସନ ମିଶ୍ରଣରେ ଅଣ୍ଡାକୁ ବୁଡ଼ାଇ ତେଲରେ ଛାଣନ୍ତୁ। ଛାଣିବା ପରେ ଏକ ପାତ୍ରକୁ କାଢି ରଖନ୍ତୁ। ଅଣ୍ଡାକୁ ଚାରି ଫାଳ କରି କାଟି ଏକ ପାତ୍ରରେ ରଖନ୍ତୁ। ଏବେ କଟା ପିଆଜ ,କଞ୍ଚା ଲଙ୍କା, ଧନିଆ ପତ୍ର କଟା ଟମାଟୋ, ଗୋଲମରିଚ ଗୁଣ୍ଡ, ଅଳ୍ପ କଳା ଲୁଣକୁ ଏହି ଅଣ୍ଡା ଉପରେ ପକାନ୍ତୁ। ପ୍ରସ୍ତୁତ ହୋଇଗଲା ଅଣ୍ଡା ଚାର୍ଟ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories