www.samajalive.in
Sunday, December 14, 2025
26.1 C
Bhubaneswar

ସୋମବାରଠାରୁ ‘ଏକ ଭାରତ-ଶ୍ରେଷ୍ଠ ଭାରତ’ ଅଭିଯାନ

ନୂଆଦିଲ୍ଲୀ :  ‘ଏକ ଭାରତ-ଶ୍ରେଷ୍ଠ ଭାରତ’ ଅଭିଯାନ ସୋମବାର ଅର୍ଥାତ ଆସନ୍ତାକାଲି ଠାରୁ ସମଗ୍ର ଭାରତରେ ଆରମ୍ଭ ହେବ। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ୧୮ଦିନ ଧରି ଚାଲିବାକୁ ଥିବା ଏହି ଅଭିଯାନ ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ।  ‘ଏକ ଭାରତ-ଶ୍ରେଷ୍ଠ ଭାରତ’, ଜାତୀୟ ସଂହତିର ଭାବ ଉଦ୍ରେକ କରିବା ସହ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ସମ୍ପର୍କକୁ ଅଧିକଦୃଢୀଭୂତ କରିବ।

‘ଏକ ଭାରତ-ଶ୍ରେଷ୍ଠ ଭାରତ’ – ୨୦୧୬ କାର୍ଯ୍ୟକ୍ରମର ଉଦ୍‍ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଥିଲେ, ଏହା ଦ୍ୱାରା ଦେଶର ବିଭିନ୍ନ ରାଜ୍ୟର ଲୋକମାନଙ୍କ ମଧ୍ୟରେ ସମ୍ପର୍କ ଦୃଢୀଭୂତ ହୋଇପାରିବ। ଏହି କାର୍ଯ୍ୟକ୍ରମ ଲୋକମାନଙ୍କ ମଧ୍ୟରେ , ଦେଶର ବିବିଧତା ମଧ୍ୟରେ ଏକତାର ଏକ ନିଆରା ଉତ୍ସବ ବୋଲି ସେ କହିଥିଲେ।  ଏହି କାର୍ଯ୍ୟକ୍ରମ ଦ୍ୱାରା ଦେଶର ଲୋକମାନଙ୍କ ମଧ୍ୟରେ ପାରମ୍ପରିକ ଆବେଗ ସୃଷ୍ଟିି କରିପାରିବ। ଦେଶର ୩୬ଟି ରାଜ୍ୟ ଓ ୬ଟି କେନ୍ଦ୍ରଶାସିତ ଅଞ୍ଚଳର ଉଚ୍ଚ ଐତିହ୍ୟ, ସଂସ୍କୃତି, ପ୍ରଥା ପରମ୍ପରା  ‘ଏକ ଭାରତ-ଶ୍ରେଷ୍ଠ ଭାରତ’  କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ରହିଛି।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories