ଆଜି ଏକାଦଶୀରେ ହେଉଛି ଅତ୍ୟନ୍ତ ଶୁଭ ସଂଯୋଗ; ଏହି ୫ ରାଶିଙ୍କ ଚମକିବ ଭାଗ୍ୟ, ହେବ ବଡ ଲାଭ..

ଗୁରୁବାର, ଅଗଷ୍ଟ ୨୯ରେ ଏକାଦଶୀରେ ସିଦ୍ଧି ଯୋଗ ସହ ଅନେକ ଶୁଭ ଯୋଗ ସୃଷ୍ଟି ହେଉଛି । ଏହାସହ ଭଗବାନ ବିଷ୍ଣୁଙ୍କୁ ସମର୍ପିତ ଏକାଦଶୀ ଗୁରୁବାର ଦିନ ପଡିବା ଅତ୍ୟନ୍ତ ଶୁଭ ବୋଲି ମାନ୍ୟତା ରହିଛି । ଏହାଦ୍ୱାରା ପ୍ରଭୁଙ୍କ ବିଶେଷ କୃପା ପ୍ରାପ୍ତି ହୋଇଥାଏ । ତେବେ ଜାଣନ୍ତୁ ଏହି ଶୁଭ ଯୋଗ ଫଳରେ କେଉଁ ରାଶି ବ୍ୟକ୍ତି ବିଶେଷଙ୍କୁ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ମେଷ – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ … Continue reading ଆଜି ଏକାଦଶୀରେ ହେଉଛି ଅତ୍ୟନ୍ତ ଶୁଭ ସଂଯୋଗ; ଏହି ୫ ରାଶିଙ୍କ ଚମକିବ ଭାଗ୍ୟ, ହେବ ବଡ ଲାଭ..