www.samajalive.in
Monday, December 8, 2025
27.1 C
Bhubaneswar

ନିର୍ବାଚନ ପରିଚାଳନା ନେଇ ସର୍ବଦଳୀୟ ବୈଠକ ଆରମ୍ଭ

ଭୁବନେଶ୍ବର : ନିର୍ବାଚନ ପରିଚାଳନା ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟରେ ସର୍ବଦଳୀୟ ବୈଠକ ଆରମ୍ଭ ହୋଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ହୋଇଛି। ଏହାସହ ବୈଠକରେ ସମସ୍ତ ରାଜନୈତିକ ଦଳର ପ୍ରତିନିଧିମାନେ ସାମିଲ ହୋଇଛନ୍ତି। ଏଥିରେ ଆଦର୍ଶ ଆଚରଣ ବିଧି ସମ୍ପର୍କରେ ଆଲୋଚନା ଚାଲିଥିବା ଜଣାପଡିଛି। ଦଳ ଓ ପ୍ରାର୍ଥୀ କ’ଣ କରିବେ ଓ କ’ଣ ନ କରିବେ ସେ ନେଇ ଆଲୋଚନା ଚାଲିଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories