www.samajalive.in
Saturday, December 6, 2025
16.1 C
Bhubaneswar

ଓଡିଶା; ଷ୍ଟାର ପ୍ରଚାରକ ତାଲିକା ଦେଲା କଂଗ୍ରେସ, ସୋନିଆ, ରାହୁଲ, ପ୍ରିୟଙ୍କା..

ଭୁବନେଶ୍ୱର : ଓଡିଶା ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଶନିବାର କଂଗ୍ରେସ ପକ୍ଷରୁ ଜାରି କରାଯାଇଛି। ଷ୍ଟାର ପ୍ରଚାରକ ତାଲିକାରେ ସୋନିଆ ଗାନ୍ଧୀ , ରାହୁଲ ଗାନ୍ଧୀ , ପ୍ରିୟଙ୍କା ଗାନ୍ଧୀ , ମଲ୍ଲିକାର୍ଜୁନ ଖଡଗେ, ରେବନ୍ତ ରେଡ୍ଡୀ, ଭୂପେଶ ବଘେଲ, ସଚିନ ପାଇଲଟ ରହିଛନ୍ତି। ଅଳକା ଲାମ୍ବା, କହ୍ନେୟା କୁମାର, ମିନାକ୍ଷୀ ନଟରାଜନ ମଧ୍ୟ ତାଲିକାରେ ସାମିଲ ରହିଛନ୍ତି।

୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ସମ୍ଭାବନା ; ତାତିରୁ ମିଳିବ ତ୍ରାହି..

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories