ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ – ୨୫୨ ପ୍ରାର୍ଥୀଙ୍କ ନାଁରେ ଅପରାଧିକ ମାମଲା

ଡେସ୍କ: ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର) ଏବଂ ନ୍ୟାସନାଲ ଇଲେକ୍ସନ ୱାଚର ରିପୋର୍ଟ ଅନୁଯାୟୀ, ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧ ହଜାର ୬୧୮ ପ୍ରାର୍ଥୀଙ୍କ ମଧ୍ୟରୁ ୨୫୨ (୧୬%) ନିଜ ଅପରାଧିକ ମାମଲା ଘୋଷଣା କରିଛନ୍ତି ଏବଂ ୧୫ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ୨୧ଟି ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ୧ ହଜାର ୬୨୫ ଜଣ ପ୍ରାର୍ଥୀଙ୍କ ମଧ୍ୟରୁ ୧ ହଜାର ୬୧୮ ଜଣଙ୍କ ସତ୍ୟପାଠକୁ … Continue reading ପ୍ରଥମ ପର୍ଯ୍ୟାୟ ଲୋକସଭା ନିର୍ବାଚନ – ୨୫୨ ପ୍ରାର୍ଥୀଙ୍କ ନାଁରେ ଅପରାଧିକ ମାମଲା