ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୨.୯୬% ମତଦାନ

ଭୁବନେଶ୍ଵର: ରାଜ୍ୟରେ ସୋମବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ଏବଂ ଏହା ଅଧୀନରେ ଥିବା ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଆଜି ସକାଳ ୭ଟାରୁ ମତଦାନ ଜାରି ରହିଛି। ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୨.୯୬ ପ୍ରତିଶତ ମତଦାନ ହୋଇଛି। ଏନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି ।

ଦିନ ୩ଟା ସୁଦ୍ଧା ୫୨.୯୧% ମତଦାନ, ବ୍ରହ୍ମପୁରରେ ସବୁଠୁ କମ୍

Comments are closed.