www.samajalive.in
Wednesday, December 10, 2025
26.1 C
Bhubaneswar

ଯୋଗୀ ଆଦିତ୍ୟନାଥଙ୍କୁ ନିର୍ବାଚନ କମିଶନଙ୍କ ନୋଟିସ

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନିର୍ବାଚନ କମିଶନ ନୋଟିସ ଜାରି କରିଛନ୍ତି । ଗାଜିଆବାଦର ଏକ ନିର୍ବାଚନ ରାଲିରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଭାରତୀୟ ଯବାନଙ୍କୁ ‘ମୋଦୀଙ୍କ ସେନା’ ବୋଲି କହିଥିଲେ । ନିର୍ବାଚନ ଆଚରଣବିଧି ଉଲଘଂନ ଅଭିଯୋଗରେ ତାଙ୍କୁ ନୋଟିସ ଜାରି ହୋଇଥିବା ଜଣାପଡିଛି । ଏହାର ଜବାବ ରଖିବା ପାଇଁ ଯୋଗୀ ଆଦିତ୍ୟନାଥଙ୍କୁ ଏପ୍ରିଲ ୫ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ମହଲତ ଦିଆଯାଇଥିବା ନିର୍ବାଚନ କମିଶନ କହିଛନ୍ତି।

ସୂଚନାଯୋଗ୍ୟ, କୌଣସି ଦଳ ନିର୍ବାଚନୀ ରାଲି ବା ପୋଷ୍ଟରରେ ଭାରତୀୟ ସେନାଙ୍କ ନାମ ବା ଫଟୋ ବ୍ୟବହାର କରି ପାରିବ ନାହିଁ ବୋଲି ନିର୍ବାଚନ କମିଶନ ନିର୍ଦେଶ ଦେଇଥିଲେ । କିନ୍ତୁ ଦେଶର ଯବାନଙ୍କୁ ଯୋଗୀ ଆଦିତ୍ୟନାଥ ବିଜେପିର ବୋଲି ବାର୍ତ୍ତା ଦେବାକୁ ଚାହୁଁଥିବା ହୃଦୟଙ୍ଗମ କରି ନିର୍ବାଚନ କମିଶନ ଯୋଗୀଙ୍କୁ ନୋଟିସ ପଠାଇଛନ୍ତି।

Hot this week

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

Related Articles

Popular Categories