www.samajalive.in
Saturday, December 6, 2025
26.1 C
Bhubaneswar

ଓଡ଼ିଶା ଆସିବେ ମୁଖ୍ୟ ନିର୍ବାଚନ କମିଶନ

ସମାଜ ଡିଜିଟାଲ ଡେସ୍କ: ଆଗାମି ସାଧାରଣ ନିର୍ବାଚନ ପ୍ରସ୍ତୁତି ନେଇ ଓଡ଼ିଶା ଆସିବେ ମୁଖ୍ୟ ନିର୍ବାଚନ କମିଶନ । ନିର୍ବାଚନ କମିଶନ ଓ ଅଧିକାରୀ ମାନେ ଓଡ଼ିଶା ଆସି ଏଠାରେ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରିବେ । ଆସନ୍ତା ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ସମୀକ୍ଷା କରିବେ ବୋଲି ସୂଚନା ମିଳିଛି । ଏହାସହିତ ରାଜ୍ୟ ପଦାଧିକାରୀଙ୍କ ସହ ସମୀକ୍ଷା କରିବେ । ଲୋକସଭା ନିର୍ବାଚନ ପାଖେଇ ଆସୁଥିବାରୁ ଏହି ସମୀକ୍ଷା ବେଶ ଗୁରୁତ୍ୱପୂର୍ଣ୍ଣ ଅଟେ ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories