www.samajalive.in
Sunday, December 14, 2025
15.1 C
Bhubaneswar

ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ, ନିର୍ବାଚନ ପ୍ରସ୍ତୁତି ନେଇ ହେବ ସମୀକ୍ଷା

ଭୁବନେଶ୍ବର: ଆଜି ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ ପହଞ୍ଚିଛନ୍ତି। ନିର୍ବାଚନ ପ୍ରସ୍ତୁତି ସମୀକ୍ଷା ପାଇଁ ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ର ନିର୍ବାଚନ ଆୟୋଗଙ୍କ ପ୍ରତିନିଧି ଦଳ ପହଞ୍ଚିଛନ୍ତି। ନିର୍ବାଚନ ପ୍ରସ୍ତୁତି ନେଇ ଆସନ୍ତାକାଲି କେନ୍ଦ୍ର ନିର୍ବାଚନ ଆୟୋଗ ପ୍ରତିନିଧି ଦଳ ସମୀକ୍ଷା କରିବ। ଆସନ୍ତାକାଲି ଖାରବେଳ ଭବନରେ ହେବ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରତିନିଧି ସହ ଜିଲାପାଳମାନେ ଯୋଗଦେବେ। ଭୋଟର ତାଲିକା ପ୍ରସ୍ତୁତି ଉପରେ ଆସନ୍ତାକାଲି ବୈଠକରେ ଆଲୋଚନା ହେବ। ଏଥିରେ ସଂଶୋଧନ ଭୋଟର ତାଲିକା, ଆଇନ ଶୃଙ୍ଖଳା, ସମ୍ବେଦନଶୀଳ ବୁଥ, ଇଭିଏମ ଏବଂ ଭିଭିପାଟ ଯାଞ୍ଚ ଆଦି ବିଷୟରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି।

 

- Advertisement -

ଆସନ୍ତା ଅକ୍ଟୋବରରେ ଡ୍ରାଫ୍ଟ ଭୋଟର ଲିଷ୍ଟ ପ୍ରକାଶ ପାଇବ। ଜାନୁଆରୀ ୫, ୨୦୨୪ରେ ପ୍ରକାଶ ପାଇବ ରୂଡ଼ାନ୍ତ ଭୋଟର ତାଲିକା। ସବୁ ଜିଲାରେ ଇଭିଏମ ମେସିନ ପହଞ୍ଚି ସାରିଛି। ଭିଭିପାଟ ମାତ୍ର ୯ଟି ଜିଲାରେ ପହଞ୍ଚି ସାରିଛି। ଇଭିଏମ ଓ ଭିଭିପାଟ ପ୍ରଥମ ପର୍ଯ୍ୟାୟ ଯାଞ୍ଚ ଅକ୍ଟୋବର ୩ରୁ ୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଦ୍ବିତୀୟ ପର୍ଯ୍ୟାୟ ଯାଞ୍ଚ ନଭେମ୍ବର ୧ରୁ ୧୫ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ମିଳିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories