www.samajalive.in
Saturday, December 6, 2025
23.1 C
Bhubaneswar

ଶନିବାର ଘୋଷଣା ହେବ ନିର୍ବାଚନ ତାରିଖ

ଭୁବନେଶ୍ୱର : ଶନିବାର ଘୋଷଣା ହେବ ନିର୍ବାଚନ ତାରିଖ। ଲୋକସଭା ଓ କିଛି ରାଜ୍ୟର ବିଧାନସଭା ତାରିଖ ଘୋଷଣା କରାଯିବ। ଏନେଇ ଶନିବାର ଅପରାହ୍ଣ ୩ଟାରେ ସାମ୍ବାଦିକ ସମ୍ମିଳନୀ ଯୋଗେ ଇସିଆଇ ତାରିଖ ଘୋଷଣା କରିବେ। ଓଡିଶାରେ ବିଧାନସଭା ନିର୍ବାଚନ ନେଇ ତାରିଖ ଘୋଷଣା କରାଯିବ। ଲୋକସଭା ସହ ଓଡିଶା ବିଧାନସଭା ନେଇ ତାରିଖ ଘୋଷଣା କରାଯିବ। ଏହି ସମୟରେ ଅରୁଣାଚଳ ପ୍ରଦେଶ, ଆନ୍ଧ୍ରପ୍ରଦେଶ, ଓଡିଶା ଏବଂ ସିକ୍କିମରେ ନିର୍ବାଚନ ହେବା ନେଇ ଆଶା କରାଯାଉଛି। ସାଧାରଣ ନିର୍ବାଚନ ତାରିଖ ଘୋଷଣା ସହ ଆଦର୍ଶ ଆଚରଣ ବିଧି ଲାଗୁ ହେବ।

Hot this week

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

Related Articles

Popular Categories