www.samajalive.in
Sunday, December 7, 2025
26.1 C
Bhubaneswar

ମାର୍ଚ୍ଚ ୧୩ରେ ଘୋଷଣା ହୋଇପାରେ ନିର୍ବାଚନ ତାରିଖ !

ନୂଆଦିଲ୍ଲୀ: ଲୋକସଭା ସହିତ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନ ତାରିଖ ଘୋଷଣାକୁ ରାଜନୈତିକ ଦଳଗୁଡିକ ଉତ୍କଣ୍ଠାର ସହିତ ଅପେକ୍ଷା କରି ରହିଛନ୍ତି। ଏପରିକି ନିର୍ବାଚନ ତାରିଖ ଘୋଷଣାକୁ ନେଇ ବିଭିନ୍ନ ପ୍ରକାର ପୂର୍ବାନୁମାନ କରାଯାଉଛି। ତେବେ ନିର୍ବାଚନ ଆୟୋଗଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ମାର୍ଚ୍ଚ ୧୩ରେ ଦେଶର ଲୋକସଭା ନିର୍ବାଚନ ଓ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନ ଲାଗି ତାରିଖ ଘୋଷଣା ହେବ। ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ) ବିଭିନ୍ନ ରାଜ୍ୟ ଗସ୍ତ କରିବା ପୂର୍ବକ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି। ଇସିଆଇ ପ୍ରତି ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହିତ ବୈଠକ କରି ଇଭିଏମ୍, ସୁରକ୍ଷା କର୍ମୀ, ନିର୍ବାଚନ ପରିଚାଳନା ପାଇଁ କର୍ମଚାରୀ ଓ ଅନ୍ୟାନ୍ୟ ଆବଶ୍ୟତକାର ଆକଳନ କରୁଛନ୍ତି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories