ମାର୍ଚ୍ଚ ୧୩ରେ ଘୋଷଣା ହୋଇପାରେ ନିର୍ବାଚନ ତାରିଖ !

ନୂଆଦିଲ୍ଲୀ: ଲୋକସଭା ସହିତ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନ ତାରିଖ ଘୋଷଣାକୁ ରାଜନୈତିକ ଦଳଗୁଡିକ ଉତ୍କଣ୍ଠାର ସହିତ ଅପେକ୍ଷା କରି ରହିଛନ୍ତି। ଏପରିକି ନିର୍ବାଚନ ତାରିଖ ଘୋଷଣାକୁ ନେଇ ବିଭିନ୍ନ ପ୍ରକାର ପୂର୍ବାନୁମାନ କରାଯାଉଛି। ତେବେ ନିର୍ବାଚନ ଆୟୋଗଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ମାର୍ଚ୍ଚ ୧୩ରେ ଦେଶର ଲୋକସଭା ନିର୍ବାଚନ ଓ ବିଭିନ୍ନ ରାଜ୍ୟ ବିଧାନସଭା ନିର୍ବାଚନ ଲାଗି ତାରିଖ ଘୋଷଣା ହେବ। ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଭାରତୀୟ ନିର୍ବାଚନ ଆୟୋଗ (ଇସିଆଇ) ବିଭିନ୍ନ … Continue reading ମାର୍ଚ୍ଚ ୧୩ରେ ଘୋଷଣା ହୋଇପାରେ ନିର୍ବାଚନ ତାରିଖ !