www.samajalive.in
Monday, December 15, 2025
16.1 C
Bhubaneswar

ଅକ୍ଟୋବର ୧୭ରେ ହେବ କଂଗ୍ରେସ ସଭାପତି ନିର୍ବାଚନ

ଡେସ୍କ: ଆସନ୍ତା ଅକ୍ଟୋବର ୧୭ରେ କଂଗ୍ରେସ ସଭାପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏ ନେଇ ଆଜି କଂଗ୍ରେସ କାର୍ଯ୍ୟକାରିଣୀ କମିଟି ନିଷ୍ପତ୍ତି ନେଇଛି। ଅକ୍ଟୋବର ୧୯ରେ ଭୋଟ୍ ଗଣନା କରାଯିବ। ଏହି ନିର୍ବାଚନର ରୂପରେଖ ଆଜି ଚାଲିଥିବା ବୈଠକରେ ଚୂଡାନ୍ତ ହେବ ବୋଲି ଜଣାପଡିଛି। କଂଗ୍ରେସର ମଧ୍ୟବର୍ତ୍ତୀକାଳୀନ ସଭାପତି ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ଏବଂ ଦଳର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ନିର୍ବାଚନରେ ​​ଅନ୍ତିମ କାର୍ଯ୍ୟସୂଚୀ ଉପରେ ଆଲୋଚନା କରୁଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହ ବୈଠକରେ ଭର୍ଚୁଆଲ୍ ଜରିଆରେ ଯୋଗ ଦେଇଛନ୍ତି।

Hot this week

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

Related Articles

Popular Categories