www.samajalive.in
Saturday, December 6, 2025
14.1 C
Bhubaneswar

ଆସନ୍ତାକାଲି ଚତୁର୍ଥ ପର୍ଯ୍ୟାୟ ମତଦାନ

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତାକାଲି ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ମତଦାନ ହେବ । ହେବାକୁ ଥିବା ଏହି ଚତୁର୍ଥ ପର୍ଯ୍ୟାୟ ମତଦାନରେ ରାଜ୍ୟର ମୋଟ୍‍ ୧୨୫୪ଟି ପଞ୍ଚାୟତରେ ଭୋଟ୍‍ ପଡ଼ିବ । ଏଥିଲାଗି ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି । ବୁଥ୍‍ ଗୁଡ଼ିକରେ ପୁଲିଂ ପାର୍ଟି ପହଞ୍ଚିବା ସହ ସୁରକ୍ଷାକୁ ଦୃଷ୍ଟିରେ ରଖି ପୁଲିସ ମଧ୍ୟ ମୁତୟନ ହୋଇଛନ୍ତି । ଆସନ୍ତାକାଲି ହୋବକୁ ଥିବା ନିର୍ବାଚନରେ ରାଜ୍ୟର ମୋଟ୍‍ ୫୧ ଲକ୍ଷ ୩୧ ହଜାର ୭୨୭ ଜଣ ଭୋଟର ନିଜର ମତ ସାବ୍ୟସ୍ତ କରିବେ । ମତଦାନ ପାଇଁ ୧୭ ହଜାର ୮୯ଟି ବୁଥ ବ୍ୟବସ୍ଥା ହୋଇଛି । ସୁରକ୍ଷା ପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories