www.samajalive.in
Saturday, December 6, 2025
26.1 C
Bhubaneswar

 ପୁରୀ, ଜଗତସିଂହପୁରରେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ

ଭୁବନେଶ୍ୱର : ଆଜି ବ୍ଲକ ଅଧ୍ୟକ୍ଷ ନିର୍ବାଚନ। ସକାଳ ସାଢେ ୧୦ଟାରୁ ସାଢେ ୧୧ ଟା ମଧ୍ୟରେ ପ୍ରାର୍ଥୀପତ୍ର ଦାଖଲ ପରେ ସାଢେ ୧୧ଟାରୁ ୧୨ ମଧ୍ୟରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର କରାଯାଇଛି। ଏହାପରେ ସାଢେ ୧୨ଟା ପରେ ଭୋଟ୍‍।
ପୁରୀ ସଦର ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା ଚାଲିଛି। ସଦର ବ୍ଲକ ଅଧ୍ୟକ୍ଷ ଭାବେ ଦିବାକର ପାତ୍ର ନିର୍ବାଚିତ । ସେ ବିଜେଡି ପ୍ରାର୍ଥୀ। ତାଙ୍କୁ ୨୨ ଖଣ୍ଡ ଭୋଟ ମିଳିଥିବା ବେଳେ ବିଜେପି ପ୍ରାର୍ଥୀଙ୍କୁ ୮ ଖଣ୍ଡ ଭୋଟ ମିଳିଛି।
ସେହିପରି ଜଗତସିଂହପୁର ବ୍ଲକରେ ବିଜେଡ଼ି ପ୍ରାର୍ଥୀ କନକପ୍ରଭା ଲେଙ୍କା ବ୍ଲକ୍ ଅଧକ୍ଷା ଭାବେ ନିର୍ଦ୍ଵନ୍ଦରେ ନିର୍ବାଚିତ ହୋଇଛନ୍ତି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories