www.samajalive.in
Saturday, December 6, 2025
16.1 C
Bhubaneswar

ଓଡିଶା ଗସ୍ତରେ ଏସ୍ ଜୟଶଙ୍କର,ଜେପି ନଡ୍ଡା

ଭୁବନେଶ୍ୱର : ଓଡିଶା ଗସ୍ତରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର। ଶନିବାର ଆସୁଛନ୍ତି ଜୟଶଙ୍କର। ଏସ୍ ଜୟଶଙ୍କର ଦୁଇ ଦିନିଆ ଗସ୍ତରେ ଆସିବା ସହ ସେ କଟକ, ଭୁବନେଶ୍ୱର ଓ ସମ୍ବଲପୁରରେ ବୃଦ୍ଧିଜୀବୀଙ୍କୁ ଭେଟିବେ। ଦଳୀୟ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ଏହାସହ ମେ ୫ ତାରିଖରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଜେପି ନଡ୍ଡା କଟକରେ କାର୍ଯ୍ୟକର୍ତ୍ତାଙ୍କ ଯୋଗ ଦେବା ସହ ଭୁବନେଶ୍ୱରରେ ଦଳୀୟ କର୍ମକର୍ତ୍ତାଙ୍କ ସହ ସାକ୍ଷାତ କରି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି।

ମିଳିନି ଆଶ୍ୱସ୍ତି; ଦିନ ସାଢେ ୨ଟା ସୁଦ୍ଧା ୪୨ ଡିଗ୍ରୀ ଟପିଲା

Hot this week

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

Related Articles

Popular Categories