www.samajalive.in
Saturday, December 6, 2025
23.1 C
Bhubaneswar

ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ

ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ବୁଧବାର ତାରିଖ ଘୋଷଣା କରିଛନ୍ତି । ଓଡିଶାର ଗୋଟିଏ ଆସନ ସହ ୧୨ ଆସନ ପାଇଁ ହେବ ଉପନିର୍ବାଚନ । ମମତା ମହାନ୍ତଙ୍କ ଇସ୍ତଫା ପରେ ଖାଲି ପଡିଛି ଗୋଟିଏ ଆସନ । ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ହେବ । ୯ ରାଜ୍ୟର ୧୨ଟି ରାଜ୍ୟସଭା ଆସନ ପାଇଁ ସେପ୍ଟେମ୍ବର ୩ ତାରିଖରେ ହେବ ଭୋଟ୍‌ ଗ୍ରହଣ ।
ବିଜ୍ଞପ୍ତି ଅନୁଯାୟୀ, ଉପନିର୍ବାଚନ ପାଇଁ ଅଗଷ୍ଟ ୧୪ରେ ରାଜ୍ୟସଭା ନିର୍ବାଚନ ନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବ । ଅଗଷ୍ଟ ୨୧ ନାମାଙ୍କନ ଦାଖଲର ଶେଷ ଦିନ । ଅଗଷ୍ଟ ୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ।
ସେହିପରି ରାଜ୍ୟସଭା ସାଂସଦ ପଦରୁ ମମତା ମହାନ୍ତ ଇସ୍ତଫା ଦେବା ପରେ, ଓଡିଶାର ଗୋଟିଏ ରାଜ୍ୟସଭା ଆସନ ପାଇଁ ମଧ୍ୟ ଭୋଟ୍‌ ହେବ।

ଫ୍ଲିପକାର୍ଟରେ ସେଲ୍‌ ଆରମ୍ଭ ; ୮୦ ପ୍ରତିଶତ ରିହାତିରେ ମିଳୁଛି ସ୍ମାର୍ଟ ଫୋନ୍‌ ସହ ଏସବୁ..

Hot this week

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

Related Articles

Popular Categories