www.samajalive.in
Saturday, December 6, 2025
26.1 C
Bhubaneswar

୧୭ରେ ଓଡିଶା ଆସିବେ ହେମାମାଳିନୀ ; ଏହି ସ୍ଥାନରେ କରିବେ ପ୍ରଚାର..

ଭୁବନେଶ୍ୱର : ମେ’ ୧୭ରେ ଓଡିଶା ଆସିବେ ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ। ୧୭ ତାରିଖରେ ସେ ଓଡିଶା ଆସିବା ସହ ୩ଟି ସ୍ଥାନରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ହେମାମାଳିନୀ ଉତ୍ତର ଭୁବନେଶ୍ୱର ଓ କଟକ କିଶନ ନଗର ସଭାରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଏହାସହ ପିପିଲିରେ ରୋଡ୍ ଶୋ’ କରିବେ। ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ପକ୍ଷରୁ ସୂଚନା ମିଳିଛି।

ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories