୧୭ରେ ଓଡିଶା ଆସିବେ ହେମାମାଳିନୀ ; ଏହି ସ୍ଥାନରେ କରିବେ ପ୍ରଚାର..

ଭୁବନେଶ୍ୱର : ମେ’ ୧୭ରେ ଓଡିଶା ଆସିବେ ବଲିଉଡ୍ ଅଭିନେତ୍ରୀ ହେମାମାଳିନୀ। ୧୭ ତାରିଖରେ ସେ ଓଡିଶା ଆସିବା ସହ ୩ଟି ସ୍ଥାନରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ହେମାମାଳିନୀ ଉତ୍ତର ଭୁବନେଶ୍ୱର ଓ କଟକ କିଶନ ନଗର ସଭାରେ ଯୋଗ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି। ଏହାସହ ପିପିଲିରେ ରୋଡ୍ ଶୋ’ କରିବେ। ଏନେଇ ବିଜେପି ରାଜ୍ୟ ଉପସଭାପତି ଗୋଲକ ମହାପାତ୍ରଙ୍କ ପକ୍ଷରୁ ସୂଚନା ମିଳିଛି। ଆଗାମୀ ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା … Continue reading ୧୭ରେ ଓଡିଶା ଆସିବେ ହେମାମାଳିନୀ ; ଏହି ସ୍ଥାନରେ କରିବେ ପ୍ରଚାର..