www.samajalive.in
Saturday, December 6, 2025
15.1 C
Bhubaneswar

ଭୁବନେଶ୍ୱରରେ ଡ୍ରିମଗର୍ଲ

ଭୁବନେଶ୍ୱର: ଭୁବନେଶ୍ୱରରେ ପହଞ୍ଚିଲେ ଡ୍ରିମଗର୍ଲ ହେମାମାଳିନୀ।ସାଲିଆସାହିରେ ବିଜେପି ଜନସଭାକୁ ସମ୍ବୋଧିତ କରିବେ ବଲିଉଡ୍ ଅଭିନେତ୍ରୀ ହେମା ମାଳିନୀ। ଅପରାହ୍ଣରେ କଟକ କିଶନ ନଗର ସଭାରେ ଯୋଗ ଦେବେ। ୩ଟି ସ୍ଥାନରେ ପ୍ରଚାର କରିବାର କାର୍ଯ୍ୟକ୍ରମ ରହିଛି। ହେମାମାଳିନୀ ଉତ୍ତର ଭୁବନେଶ୍ୱର ସଭାରେ ଯୋଗ ଦେବା ସହ ପିପିଲିରେ ରୋଡ୍ ଶୋ’ କରିବେ।

ଦେଖନ୍ତୁ ଭିଡିଓ : ଗଧ ସହ ଏମିତି କଲେ ଯୁବକ ; ତା’ପରେ ଗଧ ଯାହା କଲା ବିଶ୍ୱାସ କରିବେ ନାହିଁ..

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories