www.samajalive.in
Saturday, December 6, 2025
14.1 C
Bhubaneswar

ଭୁବନେଶ୍ୱରରେ ବିଜେପିର ୨ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ

ଭୁବନେଶ୍ୱର : ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ୨ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ। ବିଜେପିର କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ଭୂପେନ୍ଦ୍ର ଯାଦବ ପହଞ୍ଚିଲେ। ବିଜେପି ବିଧାୟକ ଏବଂ ନେତାଙ୍କ ସହ ଆଲୋଚନା କରିବେ। ଉଭୟ ବିଜେପି ବିଧାୟକ ଦଳ ବୈଠକରେ ଉପସ୍ଥିତ ରହିବେ। ବୈଠକ ପରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରି ପାରନ୍ତି।

ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ ; ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories