www.samajalive.in
Monday, December 8, 2025
27.1 C
Bhubaneswar

୬ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ୱର : ଗୁରୁବାର ଆଉ ୬ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି।

ବାରବାଟୀ କଟକ – ପୂର୍ଣ୍ଣଚନ୍ଦ୍ର ମହାପାତ୍ର

- Advertisement -

ବେଗୁନିଆ – ପ୍ରକାଶ ରଣବିଜୁଳି

ଘସିପୁରା – ଶମ୍ଭୁନାଥ ରାଉତ

ଭୋଗରାଇ- ଆଶିଷ ପାତ୍ର

ଭଣ୍ଡାରୀପୋଖରୀ – ସୁଧାଂଶୁ ନାୟକ

ବରୀ – ଉମେଶ ଜେନା

ହିଞ୍ଜିଳି ପରେ କଣ୍ଟାବାଞ୍ଜିରେ ନାମାଙ୍କନ ଦାଖଲ କଲେ ନବୀନ

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories