ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କୁ ମିଳିବ ମାଗଣା ଚିକିତ୍ସା ସେବା

ଡେସ୍କ: ଚଳିତ ବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନରେ ଯେଉଁ କର୍ମଚାରୀମାନେ କାର୍ଯ୍ୟ କରିବେ ସେମାନଙ୍କ ସ୍ୱାସ୍ଥ୍ୟବସ୍ଥା ନେଇ ରାଜ୍ୟ ସରକାର ଏକ ବଡ ଘୋଷଣା କରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗର କମିଶନର ଶାଳିନୀ ପଣ୍ଡିତ ଏ ନେଇ ପତ୍ର ଲେଖିଛନ୍ତି। ସୂଚନା ଅନୁଯାୟୀ, ନିର୍ବାଚନ କାର୍ଯ୍ୟରେ ରାଜ୍ୟର ଯେଉଁ କର୍ମଚାରୀ ମାନେ ପରିଚାଳନା ଦାୟିତ୍ୱରେ ରହିବେ, ସେମାନଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ମାଗଣା ଚିକିତ୍ସା ସେବା ଯୋଗାଇ ଦିଆଯିବ। … Continue reading ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ନିର୍ବାଚନରେ ନିୟୋଜିତ କର୍ମଚାରୀଙ୍କୁ ମିଳିବ ମାଗଣା ଚିକିତ୍ସା ସେବା