www.samajalive.in
Monday, December 15, 2025
14.1 C
Bhubaneswar

ଅତାବିରା ଓ ହିନ୍ଦୋଳରେ ନିର୍ବାଚନ ପ୍ରକ୍ରିୟା ଆରମ୍ଭ

କଟକ: ମଙ୍ଗଳବାର ଦୁଇଟି ଜିଲାରେ ଏନଏସି ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଛି । ବରଗଡ଼ ଜିଲ୍ଲା ଅତାବିରା ଓ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳରେ ନିର୍ବାଚନ ମତଦାନ ସକାଳୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ଯାଏଁ ଚାଲିବ । ସକାଳ ୮ଟାରୁ ଭୋଟର ମାନେ ଲମ୍ବା ଧାଡ଼ିରେ ଠିଆ ହୋଇଥିବା ଦେଖିବାକୁ ମିଳିଛି ।

ହିନ୍ଦୋଳ ଏନଏସିର ୧୬ଟି ୱାର୍ଡ଼ର ୫୪ ଜଣ ପ୍ରାର୍ଥିଙ୍କ ପାଇଁ ୯୪୦୦ ଭୋଟ ଭାଗ୍ୟ ନିର୍ଦ୍ଦାରଣ କରୁଥିବାବେଳେ ବରଗଡ଼ ଅତାବିରା ଏନଏସିର ୧୨ଟି ୱାର୍ଡ଼ ମତଦାନ ପାଇଁ ଭୋଟରଙ୍କ ଉତ୍ସାହ ଦେଖାଯାଇଛି । ଅତାବିରାରେ ୧୩ଟି ମତଦାନ କେନ୍ଦ୍ର ହୋଇଛି ଓ ସେଥିରୁ ୫ଟି ଅଧିକ ସମ୍ବେଦନଶୀଳ ଓ ଅନ୍ୟ ୮ଟି ସମ୍ବେଦନଶୀଳ ଭାବେ ଚିହ୍ନଟ କରାଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories