www.samajalive.in
Saturday, December 6, 2025
26.1 C
Bhubaneswar

ଏସବିଆଇକୁ ପୁଣି ନୋଟିସ୍‌‌ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଇଲେକ୍ଟୋରାଲ ବଣ୍ଡ ମାମଲାରେ ନିର୍ବାଚନ ଆୟୋଗଙ୍କ ଦ୍ୱାରା ଦାଖଲ ହୋଇଥିବା ଆବେଦନ ଉପରେ ଶୁଣାଣି କରିଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତିଙ୍କ ନେତୃତ୍ୱରେ ଗଠିତ ପାଞ୍ଚ ଜଣିଆ ଖଣ୍ଡପୀଠରେ ଶୁଣାଣି କରି ଏସବିଆଇକୁ ନୋଟିସ୍‌‌ କରିଛନ୍ତି ସୁପ୍ରିମକୋର୍ଟ। ନୋଟିସରେ ନିର୍ବାଚନ ବଣ୍ଡ ନମ୍ବର ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏସବିଆଇ ନିର୍ବାଚନ ଆୟୋଗଙ୍କୁ ଦେଇଥିବା ତଥ୍ୟରେ କାହିଁକି ବଣ୍ଡ ନମ୍ବର ନାହିଁ ବୋଲି ପ୍ରଧାନ ବିଚାରପତି ପ୍ରଶ୍ନ କରିଥିଲେ। ନିର୍ବାଚନ କମିସନଙ୍କୁ ଦିଆଯାଇଥିବା ତଥ୍ୟରେ ନିର୍ବାଚନୀ ବଣ୍ଡର କୌଣସି ତଥ୍ୟ ଉଲ୍ଲେଖ ନଥିଲା । ବଣ୍ଡର ନମ୍ବର ଦେବାକୁ ଏସବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ସୋମବାର ସୁଦ୍ଧା ଉତ୍ତର ଦେବାକୁ ଏସବିଆଇକୁ ନିର୍ଦ୍ଦେଶ ଦିଆଯାଇଛି। ସୁପ୍ରିମକୋର୍ଟରେ ଜମା ହୋଇଥିବା ରେକର୍ଡ ଗୁଡିକ ଆସନ୍ତାକାଲି ସନ୍ଧ୍ୟା ୫ଟା ସୁଦ୍ଧା ନିର୍ବାଚନ ଆୟୋଗଙ୍କୁ ହସ୍ତାନ୍ତର କରିବାକୁ ରେଜିଷ୍ଟ୍ରାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସର୍ବୋଚ୍ଚ ଅଦାଲତ ।

 

- Advertisement -

 

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories