www.samajalive.in
Sunday, December 14, 2025
19.1 C
Bhubaneswar

ଅଭାବୀ ମହିଳାଙ୍କୁ ବିଦ୍ୟୁତ୍ ବଲବ୍ ବଣ୍ଟନ

ଗୁରୁଡିଝାଟିଆ :  ଆଠଗଡର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଆଠଗଡ ବିକାଶ ମଞ୍ଚ ପକ୍ଷରୁ ଅଭାବୀ ମହିଳାମାନଙ୍କୁ ଘରେ ଜାଳିବା ନିମନ୍ତେ ବିଦ୍ୟୁତ୍ ବଲବ୍ ଯୋଗାଇ ଦିଆଯାଇଛି । ମଞ୍ଚର ସଭାପତି ସମାଜସେବୀ ମାନସ ବସ୍ତିଆ ରବିବାର ଖୁଣ୍ଟୁଣୀ ଅନୁସୂଚିତ ଜାତି ଓ ଜନଜାତି ମହିଳାମାନଙ୍କୁ ଭେଟି ସେମାନଙ୍କ ସୁବିଧା ଅସୁବିଧା ସଂପର୍କରେ ପଚାରି ବୁଝିଥିଲେ । ବିଦ୍ୟୁତ୍ ସଂଯୋଗ ହୋଇଥିଲେ ମଧ୍ୟ ଅନେକ ଘରେ ବିଦ୍ୟୁତ୍ ବଲବ୍ ନଥିବା ଦେଖିବାକୁ ପାଇଥିଲେ। ସଙ୍ଗେ ସଙ୍ଗେ ଶ୍ରୀ ବସ୍ତିଆ ଅଭାବୀ ମହିଳାଙ୍କୁ ବିଦ୍ୟୁତ୍ ବଲବ୍ ଯୋଗାଇ ଦେଇଛନ୍ତି। ବର୍ଷାଋତୁରେ ଅଭାବ ଅନାଟନ ସମୟରେ ସଂଗଠନ ସମସ୍ତ ସହଯୋଗ ଯୋଗାଇଦେବା ପାଇଁ ଶ୍ରୀ ବସ୍ତିଆ କହିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories