www.samajalive.in
Wednesday, December 10, 2025
26.1 C
Bhubaneswar

ଆଜି ଓଡିଶା ଆସୁଛି ଡବଲ ଡେକର ବସ୍

ଭୁବନେଶ୍ଵର: ଓଡିଶା ଆସୁଛି ଡବଲ ଡେକର ବସ୍ ।  ଆଜି ମହାରାଷ୍ଟ୍ରରୁ ୫ଟି ଇଲେକ୍ଟ୍ରିକ୍ ବସ୍ ଓଡିଶା ଆସୁଥିବା ସୂଚନା ମିଳିଛି।  ଏ ନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର। ଆସିବା ମାତ୍ରେ ଏହା ସାଧାରଣ ଲୋକଙ୍କ ପାଇଁ ବ୍ୟବହାର ହେବନାହିଁ। ଏହା ପ୍ରଥମେ ପ୍ରବାସୀ ଭାରତୀୟ ଦିବସରେ ଯୋଗଦେବାକୁ ଆସିଥିବା ଅତିଥି ମାନଙ୍କ ପାଇଁ ବ୍ୟବହାର ହେବ । ଗେରୁଆ ରଙ୍ଗରେ ତିଆରି ହୋଇଥିବା ଏହି ବସରେ ଓଡିଶାର କଳା ସଂସ୍କୃତିର ଛାପ ରହିଛି। ବସ୍‌ରେ କୋଣାର୍କ ଚକ , ଶାନ୍ତିସ୍ତୁପ, ଗୋଟିପୁଅ ନୃତ୍ୟ ଏବଂ ଅନ୍ୟାନ୍ୟ କଳାକୃତୀର ଛାପ ଦେଖିବାକୁ ମିଳିବ। ଏହି ବସ୍ କଟକ-ଭୁବନେଶ୍ଵର-ପୁରୀରେ ଚଳାଚଳ କରିବ। ମୁମ୍ବାଇର ଏକ ସଂସ୍ଥ୍ୟ ଏହି ବସ୍‌ ତିଆରି କରୁଛି। ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ରାଜଧାନୀ ଭୁବନେଶ୍ଵରରେ ଡବଲ ଡେକର୍ ବସ୍ ପହଞ୍ଚିବ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories