www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟରେ ବିଦ୍ୟୁତ ଦର ଅପରିବର୍ତ୍ତିତ

ଡେସ୍କ : ରାଜ୍ୟର ବିଦ୍ୟୁତ ଉପଭୋକ୍ତାଙ୍କ ପାଇଁ ଖୁସି ଖବର। ରାଜ୍ୟରେ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିଲା। ଓଡ଼ିଶା ବିଦ୍ୟୁତ ନିୟାମକ ଆ​ୟୋଗ (ଓଇଆରସି) ବିଦ୍ୟୁତ ଦର ଅପରିବର୍ତ୍ତିତ ରଖିଥିବା ନେଇ ସୂଚନା ମିଳିଛି । ତେବେ ଘରୋଇ ଉପଭୋକ୍ତାଙ୍କ ପାଇଁ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିଛି। ପୂର୍ବଭଳି ପ୍ରଥମ ୫୦ ୟୁନିଟ ପାଇଁ ୟୁନିଟ ପିଛା ଦର ୩ ଟଙ୍କା ରହିଛି।

ସେହିପରି ୫୦ରୁ ୨୦୦ ୟୁନିଟ ପାଇଁ ୟୁନିଟ ପିଛା ଦର ୪ ଟଙ୍କା ରହିଛି । ୨୦୦ରୁ ୪୦୦ ୟୁନିଟ ପାଇଁ ୟୁନିଟ ପିଛା ଦର ୫ ଟଙ୍କା ୮୦ ପଇସା ଏବଂ ୪ଶହ ୟୁନିଟରୁ ଅଧିକ ପାଇଁ ୟୁନିଟ ପିଛା ଦର ୬ ଟଙ୍କା ୨୦ ରହିବ ବୋଲି ଓଇଆରସି ପକ୍ଷରୁ କୁହାଯାଇଛି।

- Advertisement -

ତେବେ ଡିଜିଟାଲ ପେମେଣ୍ଟ କଲେ ଏଲଟି ଉପଭୋକ୍ତାଙ୍କୁ ୪ % ରିହାତି ଦିଆଯିବ । ଗ୍ରାମାଞ୍ଚଳ ଉପଭୋକ୍ତାଙ୍କ ପାଇଁ ୟୁନିଟ ପିଛା ୧୦ ପଇସା ରିହାତି ଦିଆଯିବ ବୋଲି କୁହାଯାଇଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories