www.samajalive.in
Sunday, December 7, 2025
13.1 C
Bhubaneswar

ବୁଧବାର ଦେଶରେ ବିଜୁଳି ଶକ୍ତି ବ୍ୟବହାର ସର୍ବାଧିକ

ନୂଆଦିଲ୍ଲୀ: ବର୍ତ୍ତମାନ ଦେଶର ବିଭିନ୍ନ ସ୍ଥାନରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଅନୁଭୂତ ହେଉଛି। ରାଜଧାନୀ ଦିଲ୍ଲୀ ଓ ଏନ୍‌ସିଆରରେ ତାପମାତ୍ରା ପ୍ରାୟ ୪୮ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି। ଏହି ପରିପ୍ରେକ୍ଷୀରେ ବୁଧବାର (ମେ’ ୨୨) ଦେଶରେ ଗୋଟିଏ ଦିନରେ ସର୍ବାଧିକ ୨୩୫ ଗିଗାୱାଟ୍‌ ବିଦ୍ୟୁତ ଶକ୍ତି ବ୍ୟବହୃତ ହୋଇଥିବା ଜଣାପଡିଛି।

ଅସହ୍ୟ ଗରମରୁ ତ୍ରାହି ପାଇବାକୁ ଲୋକେ ଅଧିକ ମାତ୍ରାରେ ଏସି (ଶୀତତାପ ନିୟନ୍ତ୍ରିତ ଯନ୍ତ୍ର) ଏବଂ ଏୟାର କୁଲର ବ୍ୟବହାର କରୁଥିବାରୁ ବିଦ୍ୟୁତ ଶକ୍ତି ଚାହିଦା ଏଭଳି ବୃଦ୍ଧି ପାଇଥିବା କୁହାଯାଇଛି। ଚଳିତ ସିଜିନରେ ଗୋଟିଏ ଦିନରେ ୨୩୫ ଗିଗାୱାଟ୍‌ ବିଦ୍ୟୁତ୍‌ ଶକ୍ତି ବ୍ୟବହାର ହେବା ସର୍ବାଧିକ ବୋଲି କୁହାଯାଇଛି। ମେ’ ୪ରେ ୨୨୯.୭୭ ଗିଗାୱାଟ୍‌ ବିଦ୍ୟୁତ୍‌ ଶକ୍ତି ବ୍ୟବହୃତ ହୋଇଥିବାବେଳେ ମେ’ ୧୫,୧୬ ଓ ୧୭ରେ ପ୍ରତିଦିନ ୨୨୬ ଗିଗାୱାଟ୍‌, ମେ’ ୨୦ରେ ୨୨୮.୭୧ ଗିଗାୱାଟ୍‌ ବିଦ୍ୟୁତ୍‌ ଶକ୍ତି ବ୍ୟବହୃତ ହୋଇଥିଲା।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories