www.samajalive.in
Saturday, December 6, 2025
26.1 C
Bhubaneswar

ସେପ୍ଟେମ୍ବର ଶେଷ ସୁଦ୍ଧା ପ୍ରତି ଘରେ ବିଜୁଳି; ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଶକ୍ତିମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ବିଦ୍ୟୁତକରଣ ହୋଇନଥିବା ଘରକୁ କେବେ ହେବ ବିଦ୍ୟୁତ ସଂଯୋଗ। ଏନେଇ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ ବିଧାୟକ ପବିତ୍ର ସାଉଁଟା। ବିଧାୟକଙ୍କ ପ୍ରଶ୍ନରେ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଲିଖିତ ଉତ୍ତର ରଖି କହିଛନ୍ତି ଯେ ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଲୋକଙ୍କ ଘରେ ପହଞ୍ଜି ବିଜୁଳି। ବିଦ୍ୟୁତକରଣ ହୋଇନଥିବା ଘର ଗୁଡିକୁ ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ବିଜୁଳି ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି ସରକାର। ଏହାସହିତ ସବୁ ଘରକୁ ବିଜୁଳି ସଂଯୋଗ ପାଇଁ ଡିସକମକୁ ୪୧୫କୋଟି ଟଙ୍କା ଦେଇଛନ୍ତି ରାଜ୍ୟ ସରକାର।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories