www.samajalive.in
Saturday, December 6, 2025
23.1 C
Bhubaneswar

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀ ମୃତ

ଅମ୍ବାଭୋନା: ବରଗଡ ଜିଲ୍ଲା ଅମ୍ବାଭୋନା ବ୍ଳକ ଲଖନପୁର ବନ୍ୟ ପ୍ରାଣୀ ଅଧିନସ୍ଥ ଡେବ୍ରିଗଡ ଅଭୟାରଣ୍ୟ ଅନ୍ତର୍ଗତ ଅଲେଖପୁର ଗ୍ରାମରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ହାତୀର ମୃତ୍ୟୁ ଘଟିଛି। ଏଠାରେ ସୂଚନାଯୋଗ୍ୟ ଯେ, କୌଣସ ଶିକାରୀ ବରାହ ଶିକାର କରିବା ପାଇଁ ବରଗଡରୁ ଆସିଥିବା ୧୧ ହଜାର କେଭି ବିଦ୍ୟୁତ ଲଗାଇ ବିଦ୍ୟୁତ ତାର ବିଛାଇଥିଲା। ବିଲମ୍ବିତ ରାତିରେ ଖାଦ୍ୟ ଅନ୍ବେଷଣରେ ଗାଁ ମୁହାଁ ହୋଇ ଆସୁଥିବା ବେଳେ ବରାହ ଶିକାର କରିବାକୁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ହାତୀର ମୃତ୍ୟୁ ହୋଇଥିବା ଜଣାପଡିଛି। ଖବର ଲେଖା ହେବା ପର୍ଯ୍ୟନ୍ତ ବିଭାଗୀୟ ଅଧିକାରୀ ପହଞ୍ଚି ନାହାନ୍ତି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories