www.samajalive.in
Saturday, December 6, 2025
17.1 C
Bhubaneswar

ନୀଳଗିରିକୁ ପଶିଲେ ୪୦ରୁ ଉର୍ଦ୍ଧ୍ବ ଝାଡଖଣ୍ଡୀ ହାତୀ

ବାଲେଶ୍ବର: ବାଲେଶ୍ବର ଜିଲା ନୀଳଗିରି ବ୍ଲକ ଗୋପାଳପୁର ଜଙ୍ଗଲରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ମଙ୍ଗଳବାର ଭୋର ସମୟରେ ୪୦ରୁ ଉର୍ଦ୍ଧ୍ବ ଝାରଖଣ୍ଡୀ ହାତୀ ଜଙ୍ଗଲ ଭିତରକୁ ପଶି ଆସିଥିବା ଜଣାପଡିଛି। ହାତୀଙ୍କ ଉପଦ୍ରବ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବା ସୂଚନା ମିଳିଛି। ହାତୀ ଉପଦ୍ରବ ନେଇ ଲୋକମାନେ ଆତଙ୍କତି ହୋଇ ପଡିଛନ୍ତି।

ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ ପ୍ରତିବର୍ଷ ପରି ଚଳିତ ବର୍ଷ ମଧ୍ୟ ବିଭିନ୍ନ ରାସ୍ତା ଦେଇ ହାତୀପଲ ଗୋପାଳପୁର ସଂରକ୍ଷିତ ଜଙ୍ଗଲ ନିକଟରେ ପହଞ୍ଚିଛନ୍ତି। ବନ ବିଭାଗ ପକ୍ଷରୁ ପୂର୍ବରୁ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଇଛି। ବନ ବିଭାଗ ହାତୀଙ୍କ ଗତିବିଧି ଉପରେ ନଜର ରଖିଥିବା ଜଣାପଡ଼ିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories