www.samajalive.in
Thursday, December 11, 2025
26.1 C
Bhubaneswar

କୁଳଡିହା ଅଭୟାରଣ୍ୟରେ ହାତୀ ଦାନ୍ତ ଲୁଟ ଘଟଣା; ଦୁଇ ବନ କର୍ମଚାରୀ ନିଲମ୍ବିତ

ନୀଳଗିରି : କୁଳଡିହା ଅଭୟାରଣ୍ୟରେ ଦନ୍ତାକୁ ମାରି ଦାନ୍ତ ଲୁଟ୍ ଘଟଣାରେ ଦୁଇ ବନ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ଦାୟିତ୍ବରେ ଅବହେଳା ଯୋଗୁଁ ସେମାନଙ୍କୁ ବାଲେଶ୍ବର ଡିଏଫଓ ନିଲମ୍ବନ କରିଛନ୍ତି। ଦୁଇ ବନ କର୍ମଚାରୀ ହେଲେ କୁଳଡିହା ଫରେଷ୍ଟର ଓ ଫରେଷ୍ଟ ଗାର୍ଡ। ଡିଏଫଓ କୁଳଡିହା ଏସିଏଫ୍‌ଓଙ୍କୁ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରିଥିବା ଜଣାପଡିଛି।

ସୂଚନାଯୋଗ୍ୟ ଯେ, କିଛି ଦିନ ପୂର୍ବେ ଶିକାରୀମାନେ ଏକ ଦନ୍ତାହାତୀକୁ ମାରି ତାର ଦାନ୍ତ ନେଇଯାଇଥିଲେ।

Hot this week

୨୦୦ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ, ଚେତା ହରାଇଲେ ଛାତ୍ରୀ

ସମାଜଲାଇଭ ଡେସ୍କ: ଛାତ୍ରୀଙ୍କୁ ଦୁଇ ଶହ ଥର ବସଉଠ କରାଇଲେ ଶିକ୍ଷୟିତ୍ରୀ।...

 ବସ୍‌ ସହ ବାଇକ ମୁହାଁ ମୁହିଁ ଧକ୍କା, ୨ ଛାତ୍ରଙ୍କ ମୃତ୍ୟୁ  

ଗୁଣପୁର, - -ରାୟଗଡ଼ା ଜିଲ୍ଲା ରାମନାଗୁଡା ଥାନା ଅନ୍ତର୍ଗତ ପାଲୁପାଇ ନିକଟରେ...

ନବ ନିଯୁକ୍ତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: ଦୁର୍ନୀତିଠାରୁ ଲକ୍ଷେ କୋଷ ଦୂରରେ ରୁହନ୍ତୁ

‘ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ତିଆରି ଯୋଜନା-୩.୦’ ଲୋକାର୍ପିତ ଭୁବନେଶ୍ୱର: ଯିଏ ଯେଉଁ ପଦବୀରେ ବି...

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

Related Articles

Popular Categories