www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରକ ଧକ୍କାରେ ହାତୀ ମୃତ୍ୟୁ ସଂଖ୍ୟା ୩ କୁ ବୃଦ୍ଧି

ପାଟଣା : କେନ୍ଦୁଝର ଜିଲା ଘଟଗାଁ ବନାଞ୍ଚଳ ୨୦ନମ୍ବର ଜାତୀୟ ରାଜପଥ ବାଲିଯୋଡି ନିକଟରେ ବୁଧବାର ରାତିରେ ଟ୍ରକ ଧକ୍କାରେ ୨ଟି ହାତୀର ମୃତ୍ୟୁ ହୋଇଥିବା ବେଳେ ଗୋଟିଏ ହାତୀ ଗୁରୁତର ହୋଇଛି । ଦୁର୍ଘଟଣାରେ ଗୋଟିଏ ଛୁଆ ହାତୀ ସହ ମାଇ ହାତୀର ମୃତ୍ୟୁ ହୋଇଛି । ଅନ୍ୟ ମାଇ ହାତୀଟିର ଦୁର୍ଘଟଣାରେ ଗୋଡ ଭାଙ୍ଗି ଯାଇଛି । ଗୁରୁତର ହାତୀଟି ରାସ୍ତା ଉପରେ ପଡି ଛଟପଟ ହେଉଥିବା ବେଳେ ଘଟଣାସ୍ଥଳରେ ବନ ବିଭାଗ ପହଞ୍ଚି ଦୁର୍ଘଟଣା ଗ୍ରସ୍ତ ହାତୀର ଚିକିତ୍ସା ସମୟରେ ଗରୁତର ଅବସ୍ଥାରେ ଥିବା ହାତୀର ମୃତ୍ୟୁ ଘଟିଛି । ସହ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଘଟଣା ସ୍ଥଳରେ ପୁଲିସ ପହଞ୍ଚି ଟ୍ରକକୁ ଜବତ କରିବା ସହ ଗାଡିର ହେଲପରକୁ ଅଟକ ରଖିଛି ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories