www.samajalive.in
Saturday, December 13, 2025
27.1 C
Bhubaneswar

ହାତୀ କବଳରୁ ଅଳ୍ପକେ ବର୍ତ୍ତିଲା ବ୍ୟକ୍ତିଙ୍କ ଜୀବନ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା କୁଣ୍ଡାପିଠା ନିକଟସ୍ଥ ଅଟେଇ ସଂରକ୍ଷିତ ଜଙ୍ଗଲରେ ୨୪ ଟିକିଆ ହାତୀପଲ ଡେରା ପକାଇ ବିଭିନ୍ନ ଗ୍ରାମରେ ଉପଦ୍ରବ ଚଳାଇଥିବା ବେଳେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି । ଗୁରୁତର ବ୍ୟକ୍ତି କୁଣ୍ଡାପିଠା ଗ୍ରାମର ଚତୁର୍ଭୁଜ ମହାନ୍ତ । ସେ ଧାନ ଫସଲକୁ ହାତୀ ଦାଉରୁ ରକ୍ଷା କରିବା ପାଇଁ ନିଜ ଚାଷ ଜମି ନିକଟରେ ଥିବା ବେଳେ ଗୋଟିଏ ହାତୀ ଆସି ତାଙ୍କୁ କଚାଡି ଦେଇଥିଲା । ତେବେ ଏକ ଗଛର ଡାଳ ଯୋଗୁଁ ତାଙ୍କ ଜୀବନ ଅଳ୍ପକେ ବର୍ତ୍ତି ଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ ବନ ବିଭାଗ ଉଦ୍ଧାର କରି ଘଟଗାଁ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛି।

Hot this week

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ...

Related Articles

Popular Categories