www.samajalive.in
Saturday, December 6, 2025
14.1 C
Bhubaneswar

ଚାଷୀଙ୍କୁ ଦଳିଦେଲା ଦନ୍ତା

ଢେଙ୍କାନାଳ ସଦର: ଢେଙ୍କାନାଳ ସଦର ରେଞ୍ଜ ଅନ୍ତର୍ଗତ ଚାଉଳିଆ ଗ୍ରାମପଞ୍ଚାୟତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ଗ୍ରାମପଞ୍ଚାୟତର ବ୍ରହ୍ମାନନ୍ଦ ନାୟକ(୪୦)ଙ୍କୁ ଦନ୍ତା ହାତୀ ଦଳି ମାରିଦେଇଛି। ବ୍ରହ୍ମାନନ୍ଦ ସକାଳ ୮ଟା ସମୟରେ ନିଜ ବାଇଗଣ ବାଡ଼ିକୁ ତଳି ରୋଇବାକୁ ଯାଉଥିବାବେଳେ ଦନ୍ତାହାତୀ ହାବୁଡରେ ପଡ଼ି ତାଙ୍କର ମୃତ୍ୟୁ ଘଟିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories