www.samajalive.in
Friday, December 5, 2025
27.1 C
Bhubaneswar

ଦନ୍ତା ଆକ୍ରମଣରେ ଚାଲିଗଲା ଜୀବନ: ଗାଁରେ ଉତ୍ତେଜନା

ବାଙ୍କୀ: ଥମୁନି ହାତୀଙ୍କ ଦୌରାତ୍ମ । ହାତୀ ମଣିଷ ଲଢେଇ ମଧ୍ୟରେ କେତେବେଳେ ହାତୀର ଜୀବନ ଯାଉଛି ତ ଆଉ କେତେବେଳେ ମଣିଷ ତାର ଜୀବନ ହରାଉଛି । ଏଭଳି କିଛି ଘଟଣା ଦେଖିବାକୁ ମିଳିଛି କଟକ ଜିଲ୍ଲା ବାଙ୍କୀ ବ୍ଳକ ଗୟଳବାଙ୍କ ଗାଁରେ । ହାତୀ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ ବାଙ୍କ ମହାନ୍ତି ବୋଲି ଜଣାପଡିଛି । ସୋମବାର ବିଳମ୍ବିତ ରାତି ହାତୀ ପଲ ଫସଲ ଖାଇବାକୁ ଗୟଳବାଙ୍କ ଗାଁରେ ପଶିଥିଲେ । ବାଙ୍କ ହାତୀ ଘଉଡାଇବା ପାଇଁ ବାହାରକୁ ଆସିଥିବାବେଳେ ହାତୀ ଆକ୍ରମଣର ଶିକାର ହୋଇଛନ୍ତି । ସେପଟେ ବାରମ୍ବାର ଏହି ଅଞ୍ଚଳରେ ହାତୀଙ୍କ ଉତ୍ପାତ ଦେଖାଯାଉଥିଲେ ସୁଦ୍ଧା ବନ ବିଭାଗ ଏହାକୁ ରୋକିବାରେ ବିଫଳ ହୋଇଛି । ଘଟଣାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories