www.samajalive.in
Saturday, December 13, 2025
21.1 C
Bhubaneswar

ଦଳିଦେଲା ହାତୀ, ଚାଲିଗଲା ୩ ଜୀବନ

ବରଗଡ: ଦଳିଦେଲା ହାତୀ, ଚାଲିଗଲା ୩ଜୀବନ। ବରଗଡ ପାଇକମାଳ ରେଞ୍ଜ ସଲଡିହି ଗାଁରୁ ଆସିଛି କିଛି ଏଭଳି ଅଭିଯୋଗ। ବିପିନ୍ ବରିହା ଏବଂ ତାଙ୍କ ପରିବାର ଘର ପଛ ପଟେ ଶୋଇଥିବାବେଳେ ୩ଟି ହାତୀ ଗୋଠ ଛଡା ହୋଇ ଆସିଥିଲେ। ଏବଂ ହାତୀପଲ ୩ ଜଣଙ୍କୁ ଆକ୍ରମଣ କରିଥିଲା। ଫଳରେ ବିପିନ୍ ଙ୍କ ସ୍ତ୍ରୀ , ପୁଅ ଏବଂ ଝିଅଙ୍କର ମୃତ୍ୟୁ ହୋଇଛି। ଏହାସହ ବିପିନ୍ ଙ୍କ ସମେତ ୩ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଏହି ଅଞ୍ଚଳରେ ପ୍ରତିବର୍ଷ ହାତୀ ଉପଦ୍ରବ ଦେଖିବାକୁ ମିଳୁଥିବାବେଳେ ବନ ବିଭାଗ ହାତୀ ଘଉଡାଇବାରେ ସମ୍ପୂର୍ଣ୍ଣ ଫେଲ ମାରିଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories