www.samajalive.in
Saturday, December 6, 2025
26.1 C
Bhubaneswar

ଘରୁ ଟାଣି ଆଣି ଦୁଇ ଜଣଙ୍କୁ ଦଳିଦେଲା ଦନ୍ତା

ସୁନ୍ଦରଗଡ : ଥମୁନି ହାତୀ ଆତଙ୍କ। ହାତୀ-ମଣିଷ ଲଢେଇ ମଧ୍ୟରେ କେତେବେଳେ ହାତୀର ଜୀବନ ଯାଉଛି। ତ କେତେବେଳେ ମଣିଷ ତାର ବହୁ ମୂଲ୍ୟ ଜୀବନ ହରାଉଛି। ଆଜି ସୁନ୍ଦରଗଡ ଜିଲ୍ଲା ବଣାଇ ମୁଣ୍ଡା ସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ ଶୋଇଥିବା ଅବସ୍ଥାରେ ହାତୀ ଦୁଇ ଜଣଙ୍କୁ ଟାଣି ଆଣି ଦଳି ଦେଇଛି। ଶନିବାର ଉଭୟ  ପରିବାର ଲୋକଙ୍କ ସହ ଶୋଇଥିବାବେଳେ ଏଭଳି ଅଘଟଣ ଘଟିଥିଲା। ମୃତକ ଦୁଇ ଜଣଙ୍କ ମଧ୍ୟରୁ ଜଣେ ୧୨ ବର୍ଷର ହୋଇଥିବାବେଳେ ଅନ୍ୟ ଜଣେ ୩ ବର୍ଷର ଶିଶୁ ହୋଇଥିବା ଜଣାପଡିଛି। ପରେ ପରିବାର ଲୋକ ଏ ନେଇ ବନ ବିଭାଗକୁ ଖବର ଦେଇଥିଲେ। ବନ ବିଭାଗ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଅଧିକ ତଦନ୍ତ ଜାରି ରଖିଛନ୍ତି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories